Masthead

ଶୈବ ପୀଠରେ ଗଞ୍ଜେଇ ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଏଣିକି ଶୈବ ପୀଠରେ ଗଞ୍ଜେଇ ମନା ।ଏନେଇ ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦେଶକ ଦିଲ୍ଲୀପ ରାଉତରାୟ  ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖିଛନ୍ତି । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି ଲେଖି ପଦକ୍ଷପ ପାଇଁ କହିଛନ୍ତି । ଗଞ୍ଜେଇ ବ୍ୟବହାର ବନ୍ଦ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିଦେ୍ର୍ଦଶ ଦିଆଯାଇଛି । ଗଞ୍ଜେଇ ବ୍ୟବହାର ଦ୍ୱାର ମନ୍ଦିରର ପରିବେଶ ଦୂଷିତ ହେଉଛି । ମନୋକାମନା ପୂରା କରିବାକୁ ଠାକୁରଙ୍କୁ ଗଞ୍ଜେଇ ଯାଚଙ୍ଗା ପାଇଁ ବହୁଳ ପରିମାଣରେ ଗଞ୍ଜେଇ ବ୍ୟବହାର ହେଉଛି । ଯାହାକୁ ନେଇ ଅନନ୍ତ ବଳିଆ ଟ୍ରଷ୍ଟ ପକ୍ଷରୁ ଅନୁରୋଧ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା