Masthead

ଅଫିମ ମାଫିଆଙ୍କ ସ୍ୱର୍ଗପୁରୀ ପାଲଟିଛି ଶମିଳିପାଳ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ଅଫିମ ମାଫିଆଙ୍କ ସ୍ୱର୍ଗପୁରୀ ପାଲଟିଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ। ଗତ ୩/୪ ଦିନ ପୂର୍ବରୁ ଯଶୀପୁର ପୋଲିସ୍ ଓ ଅବକାରୀ ବିଭାଗ ଓ ବନବିଭାଗ ମିଳିତ ଭାବେ ଚଢ଼ାଉ କରି ୧୮ କୋଟିରୁ ଅଧିକ ଟଙ୍କାର ଅଫିମ ଚାଷ ନଷ୍ଟ କରିଥିଲେ। ମାତ୍ର ଏବେ ବି ଶିମିଳିପାଳର କୋର୍ ଏବଂ ବୋଫର୍ ଅଞ୍ଚଳରେ ରହିଥିବା ବୁଢ଼ାବଳଙ୍ଗ, ବାଗଡେଗା, ବଳରାମପୁର, ବେନିପୁର, ସାରୁଦା,ବନ୍ଦିରାବସା, ଫୁଲବାଡି, ଜଜଗଡା ଓ ଲେମ୍ବୁଗଡା ଠାରେ ଏକର ଏକର ଜମିରେ କୋଟିକୋଟି ଟଙ୍କାର ଅଫିମ ଚାଷ ଚାଲିଥିଲେ ମଧ୍ୟ ଏହାର ଟେର୍ ପାଉନି ଅବକାରୀ ବିଭାଗ। ଏମିତିକି ବନବିଭାଗ ମଧ୍ୟ ନିରବଦ୍ରଷ୍ଟା । ବର୍ତ୍ତମାନ୍ ସୁଦ୍ଧା ସଂପୃକ୍ତ ଥିବା ଅଫିମ ଚାଷୀ କିମ୍ବା ମାଫିଆମାନଙ୍କୁ ଧରିବାରେ ସଫଳ ହୋଇନି ପୋଲିସ୍ କିମ୍ବା ଅବକାରୀ ବିଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ