Masthead

ଅଫିମ ମାଫିଆଙ୍କ ସ୍ୱର୍ଗପୁରୀ ପାଲଟିଛି ଶମିଳିପାଳ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ଅଫିମ ମାଫିଆଙ୍କ ସ୍ୱର୍ଗପୁରୀ ପାଲଟିଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ। ଗତ ୩/୪ ଦିନ ପୂର୍ବରୁ ଯଶୀପୁର ପୋଲିସ୍ ଓ ଅବକାରୀ ବିଭାଗ ଓ ବନବିଭାଗ ମିଳିତ ଭାବେ ଚଢ଼ାଉ କରି ୧୮ କୋଟିରୁ ଅଧିକ ଟଙ୍କାର ଅଫିମ ଚାଷ ନଷ୍ଟ କରିଥିଲେ। ମାତ୍ର ଏବେ ବି ଶିମିଳିପାଳର କୋର୍ ଏବଂ ବୋଫର୍ ଅଞ୍ଚଳରେ ରହିଥିବା ବୁଢ଼ାବଳଙ୍ଗ, ବାଗଡେଗା, ବଳରାମପୁର, ବେନିପୁର, ସାରୁଦା,ବନ୍ଦିରାବସା, ଫୁଲବାଡି, ଜଜଗଡା ଓ ଲେମ୍ବୁଗଡା ଠାରେ ଏକର ଏକର ଜମିରେ କୋଟିକୋଟି ଟଙ୍କାର ଅଫିମ ଚାଷ ଚାଲିଥିଲେ ମଧ୍ୟ ଏହାର ଟେର୍ ପାଉନି ଅବକାରୀ ବିଭାଗ। ଏମିତିକି ବନବିଭାଗ ମଧ୍ୟ ନିରବଦ୍ରଷ୍ଟା । ବର୍ତ୍ତମାନ୍ ସୁଦ୍ଧା ସଂପୃକ୍ତ ଥିବା ଅଫିମ ଚାଷୀ କିମ୍ବା ମାଫିଆମାନଙ୍କୁ ଧରିବାରେ ସଫଳ ହୋଇନି ପୋଲିସ୍ କିମ୍ବା ଅବକାରୀ ବିଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ