କୋଇଲା ଟ୍ରକରୁ ଗଞ୍ଜେଇ ଜବତ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଓର୍କେଲ ପୋଲିସକୁ ମିଳିଛି ସଫଳତା । ଓର୍କେଲ ପୋଲିସର ରାତ୍ରିକାଳୀନ ପାଟ୍ରୋଲିଂ ସମୟରେ ଛତିଶଗଡ଼ ନମ୍ବର ଥିବା ୧୬ ଚକିଆ କୋଇଲା ବୋଝେଇ ଟ୍ରକରୁ ୯୪ ପକେଟ ଗଂଜେଇ ବସ୍ତାକୁ ଜବତ କରିବା ସହ ଟ୍ରକରେ ଥିବା ୩ ଜଣକୁ ଗିରଫ କରିଛି ପୋଲିସ ।

ଉକ୍ତ ୯୪ ବସ୍ତା ଗଂଜେଇ ୨ ଟନ ୫୬ କେଜି ହୋଇଥିବା ବେଳେ ତାହାର ଆନୁମାନିକ ମୂଲ୍ୟ ପ୍ରାୟ ୨ କୋଟି ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଚିତ୍ରକୋଣ୍ଡା ଏସଡିପିଓ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ