Masthead

ଆମ୍ବୁଲାନ୍ସରେ ଯାଉଥିଲା ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ

ସୋନପୁର (ବଡ଼ ଖବର ବ୍ୟୁରୋ):  ଅଭିନବ ଉପାୟରେ ଗଞେଇ ଚୋରାଚାଳନ କରୁଥିବା ବେଳେ ମାଡ଼ି ବସିଲା ଅବକାରୀ ବିଭାଗ । ଆଜି ସକାଳୁ ଅବକାରୀ ବିଭାଗ ପାଟ୍ରୋଲିଙ୍ଗ କରୁଥିବା ବେଳେ ମନୁମୁଣ୍ଡା ପଟୁ ଆସୁଥିବା ଏକ ଆମ୍ବୁଳାନ୍ସ ଗାଡିକୁ କୁଞ୍ଜ ଛକ ନିକଟରେ ଅଟକାଇ ଥିଲା । କିନ୍ତୁ ଗାଡିଟି ପଳାଇ ଯିବାରୁ ତାକୁ ସଦର ବ୍ଲକ ଛକ ନିକଟରେ ଅଟକାଇ ଯାଞ୍ଚ କରିଥିଲା ।

ଆମ୍ବୁଲାନ୍ସରୁ ୪କୁଇଣ୍ଟାଲ ୨୦କେଜି ଗଞେଇ ବାହାରି ଥିଲା । ଆମ୍ବୁଲାନ୍ସଟି ଗଞ୍ଜେଇ ନେଇ ବଉଦ ଜିଲ୍ଲା ମନୁମୁଣ୍ଡାରୁ ଛତିଶଗଡ ଯାଉଥିଲା। ଗାଡି ଡ୍ରାଇଭରକୁ ଗିରଫ କରିଛି ଅବକାରୀ ବିଭାଗ । ଡ୍ରାଇଭର ଜଣକ ହେଲେ ଛତିଶଗଡ ରାୟପୁର ତେଲିବନ୍ଧ ଗାଁର ଉପେନ୍ଦ୍ର ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା