Masthead

ମଧ୍ୟପ୍ରଦେଶ ଚାଲାଣ ବେଳେ ଜବତ ହେଲା ଗଞ୍ଜେଇ

ଲମତାପୁଟ(ବଡ଼ ଖବର ବ୍ୟୁରୋ): ଆନ୍ଧ୍ରପ୍ରଦେଶ ନାର୍ସିପାଟଣା ଅଞ୍ଚଳରୁ ମଧ୍ୟପ୍ରଦେଶ ଚାଲାଣ ବେଳେ ଲମତାପୁଟ ପୋଲିସ ହାତରେ ଧରା ପଡିଛି ବିପୁଳ ପରିମାଣର ଗଞ୍ଜେଇ । ବିଶେଷ ସୂତ୍ରରୁ ଖବର ପାଇ ନନ୍ଦପୁର ଏସଡ଼ିପିଓ ଙ୍କ ନିର୍ଦ୍ଦେଶ କ୍ରମେ ଶଗର ଛକ ନିକଟ ରେ ଲମତାପୁଟ ,ମାଛକୁଣ୍ଡ ପୋଲିସ ନାକା ବନ୍ଦୀ କରି ଗାଡି ଯାଞ୍ଚ କରୁଥିଲେ । ପାଡୁଆ ଅଞ୍ଚଳରୁ ଆସୁଥିବା ଦୁଇଟି କାରକୁ ଅଟକାଇଥିଲା ପୋଲିସ। କାର କୁ ଯାଞ୍ଚ ବେଳେ ବିପୁଳ ପରିମାଣର ଗଞ୍ଜେଇ ଥିବା ଜଣାପଡିଥିଲା ।

ଉଭୟ କାରରେ ଥିବା ୪ ଜଣଙ୍କୁ ପୋଲିସ ଗିରଫ କରିବା ସହ ଦୁଇଟି କାରକୁ ଜବତ କରିଛି । ଦୁଇଟି କାର ରେ ୭ ବସ୍ତାରେ ପ୍ରାୟ ୨ କୁଇଣ୍ଟାଲରୁ ଉଦ୍ଧ୍ୱର୍ ଗଞ୍ଜେଇ ଥିବା ବେଳେ ଏହାର ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି । ଅଟକ ଗଞ୍ଜେଇ ମାଫିଆ ମଧ୍ୟପ୍ରଦେଶ ହର୍ଡା ଅଞ୍ଚଳର ସନ୍ଦୀପ ଠାକୁର , ଓମ ଶର୍ମା , ରାଜେନ୍ଦ୍ର ଠାକୁର ଏବଂ ଶ୍ଳୋକ ଶ୍ରୀବାସ । ଏମାନଙ୍କ ଠାରୁ ୭ ଟି ମୋବାଇଲ ଫୋନ ,ଗାଡି କାଗଜ ପତ୍ର ଏବଂ ୪ ହଜାର ଟଙ୍କା ନଗତ ଜବତ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ