Masthead

୨୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ(ବଡ଼ ଖବର ବ୍ୟୁରୋ): ୨୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଜଣେ ଅଟକ । ଗଞ୍ଜେଇ ଚୋରା ଚାଲାଣ ବେଳେ ଧରା ପଡିଲେ ପୋଲିସ ହାତରେ । ଆନ୍ଧ୍ରସୀମାନ୍ତ ଜଲାପୁଟ ଅଞ୍ଚଳ ରୁ ଗଞ୍ଜେଇ ଚୋରା ଚାଲଣ ବେଳେ ମାଛକୁଣ୍ଡ ପୋଲିସ ହାତରେ ଧରା ପଡିଛି ବିପୁଳ ଗଞ୍ଜେଇ । ଚୋରା ଚାଲାଣ ବେଳେ ଖବର ପାଇ କୋରାପୁଟ ଏସପି ଙ୍କ ନିର୍ଦେଶ କ୍ରମେ ନନ୍ଦପୁର ଏସ. ଡ଼ି. ପି. ଓ  ଙ୍କ ନେତୃତ୍ଵ ରେ ମାଛକୁଣ୍ଡ ପୋଲିସ ସାନ ଶଗର ଗ୍ରାମ ନିକଟରେ ନାକା ବନ୍ଦୀ କରିଥିଲେ ।

ସୀମାନ୍ତ ବର୍ତ୍ତି ମୁଚିମ୍ ପୁଟ ଗ୍ରାମରୁ ଭାୟା ସିମିଳିଗୁଡା ଦେଇ ବିହାରକୁ ଚାଲାଣ ହେଉଥିଲା ଗଞ୍ଜେଇ । ପ୍ରାୟ ୧୫ଟି ବସ୍ତାରେ ପ୍ରାୟ ଅଢେଇ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଗିରଫ ଯୁବକ ଜଣକ ହେଲେ ସ୍ଥାନୀୟ ଜଲାପୁଟ ଗ୍ରାମ ର ଦେବାସୀସ ଆଚାର୍ୟ୍ୟ । ତେବେ ଏଥିରେ ଆଉ କେଉଁ ମାନେ ସଂପୃକ୍ତ ଅଛନ୍ତି ତାର ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ