Masthead

୨୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ(ବଡ଼ ଖବର ବ୍ୟୁରୋ): ୨୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଜଣେ ଅଟକ । ଗଞ୍ଜେଇ ଚୋରା ଚାଲାଣ ବେଳେ ଧରା ପଡିଲେ ପୋଲିସ ହାତରେ । ଆନ୍ଧ୍ରସୀମାନ୍ତ ଜଲାପୁଟ ଅଞ୍ଚଳ ରୁ ଗଞ୍ଜେଇ ଚୋରା ଚାଲଣ ବେଳେ ମାଛକୁଣ୍ଡ ପୋଲିସ ହାତରେ ଧରା ପଡିଛି ବିପୁଳ ଗଞ୍ଜେଇ । ଚୋରା ଚାଲାଣ ବେଳେ ଖବର ପାଇ କୋରାପୁଟ ଏସପି ଙ୍କ ନିର୍ଦେଶ କ୍ରମେ ନନ୍ଦପୁର ଏସ. ଡ଼ି. ପି. ଓ  ଙ୍କ ନେତୃତ୍ଵ ରେ ମାଛକୁଣ୍ଡ ପୋଲିସ ସାନ ଶଗର ଗ୍ରାମ ନିକଟରେ ନାକା ବନ୍ଦୀ କରିଥିଲେ ।

ସୀମାନ୍ତ ବର୍ତ୍ତି ମୁଚିମ୍ ପୁଟ ଗ୍ରାମରୁ ଭାୟା ସିମିଳିଗୁଡା ଦେଇ ବିହାରକୁ ଚାଲାଣ ହେଉଥିଲା ଗଞ୍ଜେଇ । ପ୍ରାୟ ୧୫ଟି ବସ୍ତାରେ ପ୍ରାୟ ଅଢେଇ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଗିରଫ ଯୁବକ ଜଣକ ହେଲେ ସ୍ଥାନୀୟ ଜଲାପୁଟ ଗ୍ରାମ ର ଦେବାସୀସ ଆଚାର୍ୟ୍ୟ । ତେବେ ଏଥିରେ ଆଉ କେଉଁ ମାନେ ସଂପୃକ୍ତ ଅଛନ୍ତି ତାର ତଦନ୍ତ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ