Masthead

ରାଜକୋଟ ବିମାନବନ୍ଦରରେ ଭୁଶୁଡିଲା ଛାତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ପରେ ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭୁଶୁଡିଲା ଛାତ । ଯାତ୍ରୀମାନେ ଯିବା ଆସିବା କରୁଥିବା ସ୍ଥାନରେ ଏକ ଛାତ ଭୁଶୁଡି ପଡିଥିଲା । ପ୍ରବଳ ବର୍ଷା ପରେ ଏପରି ଘଟଣା ଘଟିଛି । ଗତକାଲି ଦିଲ୍ଲୀ ବିମାନ ବନ୍ଦରର ଟର୍ମିନାଲ ଏକରେ ମଧ୍ୟ ସମାନ ଘଟଣା ଘଟିଥିଲ । ଯେଉଁଥିରେ ଜଣଙ୍କର ମୃତ୍ୟୁ ୬ ଜଣ ଆହତ ହୋଇଥିଲେ । ତେବେ ରାଜକୋଟ ବିମାନ ବନ୍ଦରର ଛାତ ଭୁଶୁଡିବା ଘଟଣାରେ କେହି ମୃତହାତ ହୋଇନଥିବା ସୂଚନା ରହିଛି । ଏହି ବିମାନ ବନ୍ଦରକୁ ଗତବର୍ଷ ଜୁଲାଇ ୨୭ରେ ଉଦଘାଟନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ