Masthead

ରାଜକୋଟ ବିମାନବନ୍ଦରରେ ଭୁଶୁଡିଲା ଛାତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ପରେ ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭୁଶୁଡିଲା ଛାତ । ଯାତ୍ରୀମାନେ ଯିବା ଆସିବା କରୁଥିବା ସ୍ଥାନରେ ଏକ ଛାତ ଭୁଶୁଡି ପଡିଥିଲା । ପ୍ରବଳ ବର୍ଷା ପରେ ଏପରି ଘଟଣା ଘଟିଛି । ଗତକାଲି ଦିଲ୍ଲୀ ବିମାନ ବନ୍ଦରର ଟର୍ମିନାଲ ଏକରେ ମଧ୍ୟ ସମାନ ଘଟଣା ଘଟିଥିଲ । ଯେଉଁଥିରେ ଜଣଙ୍କର ମୃତ୍ୟୁ ୬ ଜଣ ଆହତ ହୋଇଥିଲେ । ତେବେ ରାଜକୋଟ ବିମାନ ବନ୍ଦରର ଛାତ ଭୁଶୁଡିବା ଘଟଣାରେ କେହି ମୃତହାତ ହୋଇନଥିବା ସୂଚନା ରହିଛି । ଏହି ବିମାନ ବନ୍ଦରକୁ ଗତବର୍ଷ ଜୁଲାଇ ୨୭ରେ ଉଦଘାଟନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା