Masthead

ବର୍ଷାରେ ବେହାଲ ରାଜଧାନୀ

ବର୍ଷାରେ ବେହାଲ ରାଜଧାନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ମୌସୁମୀ ପ୍ରବାହ ସକ୍ରିୟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା ।ଲଘୁଚାପ ଜନିତ ବର୍ଷାରେ ଭୁବନେଶ୍ୱରରେ ସ୍ଥିତି ବେହାଲ ହୋଇଛି । ମାତ୍ର କିଛି ଘଣ୍ଟାର ବର୍ଷାରେ ରାଜଧାନୀର ଅନେକ ସ୍ଥାନ ଜଳମଗ୍ନ ହୋଇ ପଡିଛି । ରାସ୍ତା ଉପରେ ଲହଡି ଭାଙ୍ଗୁଛି ବର୍ଷା ପାଣି । ଯାହାଫଳରେ ହନ୍ତସନ୍ତ ହୋଇଛନ୍ତି ଲୋକେ । ପ୍ରଶାସନ ସଠିକ ଭାବରେ ଡ୍ରେନେଜ୍ ବ୍ୟବସ୍ଥା କରୁ ନଥିବାରୁ ସହରାଂଚଳରେ ବର୍ଷା ପାଇଁ ଏଭଳି ସ୍ଥିତି ଭୋଗିବାକୁ ପଡୁଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା