Masthead

ବର୍ଷାରେ ବେହାଲ ରାଜଧାନୀ

ବର୍ଷାରେ ବେହାଲ ରାଜଧାନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ମୌସୁମୀ ପ୍ରବାହ ସକ୍ରିୟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା ।ଲଘୁଚାପ ଜନିତ ବର୍ଷାରେ ଭୁବନେଶ୍ୱରରେ ସ୍ଥିତି ବେହାଲ ହୋଇଛି । ମାତ୍ର କିଛି ଘଣ୍ଟାର ବର୍ଷାରେ ରାଜଧାନୀର ଅନେକ ସ୍ଥାନ ଜଳମଗ୍ନ ହୋଇ ପଡିଛି । ରାସ୍ତା ଉପରେ ଲହଡି ଭାଙ୍ଗୁଛି ବର୍ଷା ପାଣି । ଯାହାଫଳରେ ହନ୍ତସନ୍ତ ହୋଇଛନ୍ତି ଲୋକେ । ପ୍ରଶାସନ ସଠିକ ଭାବରେ ଡ୍ରେନେଜ୍ ବ୍ୟବସ୍ଥା କରୁ ନଥିବାରୁ ସହରାଂଚଳରେ ବର୍ଷା ପାଇଁ ଏଭଳି ସ୍ଥିତି ଭୋଗିବାକୁ ପଡୁଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା