Masthead

ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା । ଉତ୍ସବମୁଖର ରାଜଧାନୀ ଭୁବନେଶ୍ୱର । ମେ ୩୧ରେ ପାଳନ କରାଯିବ ଲିଙ୍ଗରାଜ ମନ୍ଦିରରେ ଶୀତଳ ଷଷ୍ଠୀ ଯାତ୍ରା । ଭୁବନେଶ୍ୱର ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିରରେ ଅନୁଷ୍ଠିତ ହେବାକୁ ଯାଉଛି ଶୀତଳ ଷଷ୍ଠୀ ଯାତ୍ରା । ୪୦ ପ୍ରକାରର ନୃତ୍ୟ ପରିବେଶଣ କରାଯିବ । ମେ ୩୦ରେ ପ୍ରଭୁ ଲିଙ୍ଗରାଜ ଏବଂ ମାତା ପାର୍ବତୀଙ୍କ ବିବାହ ଉତ୍ସବ ପାଳନ ଏବଂ ମେ ୩୧ ରେ ଲିଙ୍ଗରାଜ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ । ମେ ୩୦ ରାତି ୯ଟାରେ ବରଯାତ୍ରୀ ସହ ପ୍ରଭୁ ଲିଙ୍ଗରାଜ କେଦାରଗୈାରୀ ମନ୍ଦିରକୁ ଯିବେ ଏବଂ ସେଠାରେ ପାଳିତ ହେବ ବିବାହ ଉତ୍ସବ । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପଞ୍ଚମୀଦିନ ଶିବ ଓ ମାତା ପାର୍ବତୀଙ୍କ ପୁନଃମିଳନ ହୋଇଥିଲା । ମହାଦେବ ମାତା ପାର୍ବତୀଙ୍କୁ ପାଇବା ପାଇଁ ରୁଦ୍ର ରୂପ ଧାରଣା କରିଥିଲେ । ଶିବ ମାତା ସତୀଙ୍କୁ ପାଇବା ପରେ ରୁଦ୍ର ରୂପ ତ୍ୟାଗ କରି ଶାନ୍ତ ଓ ଶୀତଳ ହୋଇଥିଲେ । ଦେବଦମ୍ପତିଙ୍କର ଏହି ମିଳନକୁ ଶୀତଳ ଷଷ୍ଠୀ ରୂପେ ପାଳନ କରାଯାଉଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ