Masthead

ଶାହାଙ୍କୁ ଭେଟିଲେ କ୍ୟାପଟେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଞ୍ଜାବ ରାଜନୀତିରେ ଥମୁନି ବିବାଦ । ବାରମ୍ବାର ପଞ୍ଜାବରେ ଦେଖାଦେଉଛି ଦଳୀୟ କନ୍ଦଳ । ଏହାକୁ ସମାପ୍ତ କରିବା ପାଇଁ କଂଗ୍ରେସ ବାରମ୍ବାର ଚେଷ୍ଟା କରୁଥିଲେ ମଧ୍ୟ ଏଥିରେ ସଫଳ ହୋଇପାରୁ ନାହାଁନ୍ତି । ଏହା ମଧ୍ୟରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ଗୃହମନ୍ତ୍ରିଙ୍କୁ ଭେଟିଛନ୍ତି । ଏ ଖବର ସାମ୍ନାକୁ ଆସିବା ପରେ ପୁଣି ଥରେ ରାଜନୈତିକ ମାହୋଲ ସରଗରମ ହୋଇ ଉଠିଛି ।

ଆରମ୍ଭ ହୋଇଯାଇଛି ଅନେକ କଳ୍ପନାଜଳ୍ପନା । କ୍ୟାପଟେନ କଂଗ୍ରେସ ଛାଡ଼ି ବିଜେପିରେ ମିଶିବେ କି ? ନା ଚଳିତ ଥର ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ପଞ୍ଜାବରେ ଲଢେଇ କରିବେ କି ? ବୋଲି ଅନେକ ପ୍ରଶ୍ନ ସାମ୍ନାକୁ ଆସିଛି । ବର୍ତ୍ତମାନ ଦେଖିବାର ବିଷୟ କ୍ୟାପଟେନ ହାତ ଛାଡ଼ି ପଦ୍ମ ଧରୁଛନ୍ତି କି !

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା