Masthead

ଜଳିଗଲା କାର, ଡ୍ରାଇଭର ଗୁରୁତର

ବାଙ୍କୀ (ବଡ଼ ଖବର ବ୍ୟୁରୋ): ଗଛରେ ପିଟିହୋଇ କାରରେ ନିଆଁ ଲାଗିଛି । ଭାସରାମ୍ୟ ହରାଇ କାରଟି ଗଛରେ ପିଟିହେବା ଫଳରେ କାର ସମ୍ପୂର୍ଣ୍ଣ ଭାବରେ ଜଳିଯାଇଛି । ଏଥିରେ ଡ୍ରାଇଭର ଜଣକ ଗୁରୁତର ହୋଇଛନ୍ତି । ମଧ୍ୟରାତ୍ରୀରେ ଭୁବନେଶ୍ୱରରୁ କୃଷ୍ଣପଲ୍ଲୀ ଯାଉଥିବା ବେଳେ ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁତର ଡ୍ରାଇଭରଙ୍କୁ କଳାପଥର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କଳାପଥର ଦମକଳ କେନ୍ଦ୍ର ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଥିଲା । ଗୁରୁତର ଡ୍ରାଇଭର ଜଣକ ହେଉଛନ୍ତି କୃଷ୍ଣପଲ୍ଲୀର ଇନ୍ଦ୍ରମଣି ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା