Masthead

କେନାଲ ଭିତରେ ପଶିଲା କାର, ୩ମୃତ

କଟକ, (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । କଟକ ତେଲେଙ୍ଗାପେଣ୍ଠ ଅଞ୍ଚଳରେ ଭାରସାମ୍ୟ ହରାଇ ଏକ କାର କେନାଲ ଭିତରକୁ ପଶିଯାଇଛି । ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି । କାରଟି କଟକରୁ ଭୁବନେଶ୍ୱର ଆସୁଥିବା ବେଳେ ଘଟିଛି ଦୁର୍ଘଟଣା । ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ତିନିଜଣଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଥିଲା । ତେବେ ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ । ମୃତକଙ୍କ ପରିଚୟ ମିଳିନାହିଁ । ଓଡ଼ି ୧୪ସି ୦୦୭ ନମ୍ବର ଥିବା ଜାଗୁଅର କାରଟି କେନାଲ ଭିତରେ ପଶିଯାଇଥିଲା । ଏହି କାରର ଜଗତପୁର ଅଞ୍ଚଳର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା