Masthead

କେନାଲ ଭିତରେ ପଶିଲା କାର, ୩ମୃତ

କଟକ, (ବଡ଼ ଖବର ବ୍ୟୁରୋ): ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । କଟକ ତେଲେଙ୍ଗାପେଣ୍ଠ ଅଞ୍ଚଳରେ ଭାରସାମ୍ୟ ହରାଇ ଏକ କାର କେନାଲ ଭିତରକୁ ପଶିଯାଇଛି । ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି । କାରଟି କଟକରୁ ଭୁବନେଶ୍ୱର ଆସୁଥିବା ବେଳେ ଘଟିଛି ଦୁର୍ଘଟଣା । ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ତିନିଜଣଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଥିଲା । ତେବେ ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ । ମୃତକଙ୍କ ପରିଚୟ ମିଳିନାହିଁ । ଓଡ଼ି ୧୪ସି ୦୦୭ ନମ୍ବର ଥିବା ଜାଗୁଅର କାରଟି କେନାଲ ଭିତରେ ପଶିଯାଇଥିଲା । ଏହି କାରର ଜଗତପୁର ଅଞ୍ଚଳର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା