Masthead

ଶୋଇଥିବାବେଳେ ଘରେ ପଶିଗଲା କାର, ମହିଳା ମୃତ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ଶୋଇଥିବାବେଳେ ଘରେ ପଶିଗଲା କାର । ଜଣେ ମହିଳା ମୃତ । ଏଭଳି ଅଭାନୀୟ ଘଟଣା ଘଟିଛି ଏନଏଚ ୫୭ ରାଧାନଗର ଛକ ନିକଟରେ । ରାତିରେ ଶୋଇଥିବା ବେଳେ ଜଣେ ମହିଳାଙ୍କ ଉପରେ ଏକ ଇନୋଭା କାର ଚଢିଗଲା ।

ଘଟଣାସ୍ଥଳରେ ହିଁ ମହିଳାଙ୍କ ଜୀବନ ଚାଲିଯାଇଥିଲା । ଉତ୍ତ୍ୟକ୍ତ ଲୋକଙ୍କ ଖୋର୍ଦ୍ଧା-ବଲାଙ୍ଗୀର ରାସ୍ତା ଅବରୋଧ କରିବା ସହୂ ମୃତକଙ୍କ ପରିବାରକୁ କ୍ଷତିପୂରଣ ପାଇଁ ଦାବି କରିଛନ୍ତି । ଉଭୟ ପଟୁ ଗାଡ଼ି ଅଟକି ଥିବାବେଳେ କାର୍ ଛାଡ଼ି ଡ୍ରାଇଭର ଚମ୍ପଟ ମାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ