Masthead

ଶୋଇଥିବାବେଳେ ଘରେ ପଶିଗଲା କାର, ମହିଳା ମୃତ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ଶୋଇଥିବାବେଳେ ଘରେ ପଶିଗଲା କାର । ଜଣେ ମହିଳା ମୃତ । ଏଭଳି ଅଭାନୀୟ ଘଟଣା ଘଟିଛି ଏନଏଚ ୫୭ ରାଧାନଗର ଛକ ନିକଟରେ । ରାତିରେ ଶୋଇଥିବା ବେଳେ ଜଣେ ମହିଳାଙ୍କ ଉପରେ ଏକ ଇନୋଭା କାର ଚଢିଗଲା ।

ଘଟଣାସ୍ଥଳରେ ହିଁ ମହିଳାଙ୍କ ଜୀବନ ଚାଲିଯାଇଥିଲା । ଉତ୍ତ୍ୟକ୍ତ ଲୋକଙ୍କ ଖୋର୍ଦ୍ଧା-ବଲାଙ୍ଗୀର ରାସ୍ତା ଅବରୋଧ କରିବା ସହୂ ମୃତକଙ୍କ ପରିବାରକୁ କ୍ଷତିପୂରଣ ପାଇଁ ଦାବି କରିଛନ୍ତି । ଉଭୟ ପଟୁ ଗାଡ଼ି ଅଟକି ଥିବାବେଳେ କାର୍ ଛାଡ଼ି ଡ୍ରାଇଭର ଚମ୍ପଟ ମାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ