Masthead

ଓୱେସିଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏଆଇଏମଆଇଏମ ମୁଖ୍ୟ ଅସଦଉଦ୍ଦିନ ଓୱେସି ନାଁରେ ମାମଲା ରୁଜୁ । ରାମମନ୍ଦିର ନିର୍ମାଣକୁ ବିରୋଧ କରି ଅସଦଉଦ୍ଦିନ ଓୱେସୀ ଉସକାଇବା ଭଳି ଭାଷଣ ଦେଇଥିବା ଅଭିଯୋଗରେ ମାମଲା ରୁଜୁ କରାଯାଇଛି । ଓୱେସିଙ୍କ ବିରୋଧରେ ମାମଲା ରୁଜୁ କରିଛି ହିନ୍ଦୁ ସେନା । ନିକଟରେ ଏକ ଜନସଭାକୁ ସମ୍ବୋଧିତ କରି ଅଯୋଧ୍ୟା ରାମମନ୍ଦିର ବିରୋଧରେ ବିବାଦୀୟ ବୟାନ ଦେବା ସହ ଉସକାଇବା ଭଳି ଭାଷଣ ଦେଇଥିବା ଅଭିଯୋଗ ହୋଇଛି ।

ଏଆଇଏମଆଇଏମ ମୁଖ୍ୟ କହିଥିଲେ ବାବ୍ରି ମସଜିଦଙ୍କୁ ଜାଣିଶୁଣି ବିଜେପି ସରକାର ମାଟିରେ ମିଶାଇଛନ୍ତି । ଆଗକୁ ଏଭଳି ଅନେକ ମସଜିଦ ଧ୍ୱଂସ କରାଯିବ । ତେଣୁ ବିଜେପି ନେତୃତ୍ୱର କେନ୍ଦ୍ର ସରକାରଙ୍କୁ ସଜାଗ ରହିବାକୁ ମୁସଲିମ ଯୁବକଙ୍କୁ ଅପିଲ କରିଥିଲେ ଓୱେସୀ । ଏଥିସହ ଉସକାଇବା ଭଲି ଭାଷଣରେ ଓୱେସୀ କହିଥିଲେ ଧୀରେ ଧିରେ ସବୁ ମସଜିଦ ହାତରୁ ଯିବ ଓ ଯେଉଁଠି କୋରାନା ପଢ଼ାଯାଉଛି ସେଠି ମନ୍ଦିର ଗଢ଼ି ଉଠିବ । ଦିଲ୍ଲୀରୁ ସୁବର୍ଣ୍ଣ ମସଜିଦ ସହ କିଛି ମସଜିଦ ଭାଙ୍ଗିବା ପାଇଁ ଷଡଯନ୍ତ୍ର ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ