Masthead

ମଲ୍ଲିକାର୍ଜ୍ଜୁନ ଖାର୍ଗେ ଓ ଅରବିନ୍ଦ କେଜ୍ରିୱାଲଙ୍କ ନାମରେ ମାମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):କଂଗ୍ରେସ ଜାତୀୟ ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଅନ୍ୟମାନଙ୍କ ନାମରେ ମାମଲା । ନବ ନିର୍ମତ ସଂସଦ ଭବନ ଉଦଘାଟନକୁ ନେଇ ଉତ୍ତେଜନା ପୂର୍ଣ୍ଣ ବିବୃତ୍ତି ଦେଇଥିବାରୁ ମଲ୍ଲିକାର୍ଜ୍ଜୁନ ଖାର୍ଗେ, ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଅନ୍ୟମାନଙ୍କ ନାମରେ ମାମଲା । ଆଇପିସିର ଧାରା ୧୨୧, ୧୫୩ କ, ୫୦୫ ଓ ୩୪ ରେ ମାମଲା ରୁଜୁ ହୋଇଛି । ସୁପ୍ରିମକୋର୍ଟର ଆଇନଜୀବୀ ବିନୀତ ଜିନ୍ଦଲଙ୍କ ଅଭିଯୋଗରେ ସର୍ବୋଚ୍ଚ ଅଦାଲତରେ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି