ଟିକେଟ ପାଇଁ ଟଙ୍କା ଆଦୌ ଗ୍ରହଣୀୟ ନୁହେଁ: ପଞ୍ଚାନନ କାନୁନ୍‌ଗୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନରେ କଂଗ୍ରେସ ଟିକେଟ ପାଇଁ ଟଙ୍କା କାରବାର ପ୍ରସଙ୍ଗ। ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ। କହିଛନ୍ତି ଟଙ୍କା କାରବାର ଘଟଣା ଯଦି ସତ ହୋଇଥାଏ ତେବେ ସାଂଘାତିକ। ଡିମାଣ୍ଡ ଥାଇ ସପ୍ଲାଏ କମ ଥିଲେ ଟଙ୍କା କାରବାର ହୁଏ। କଂଗ୍ରେସ ରେ ଏଭଳି ସ୍ଥିତି ଆସିନି। ଯଦି କିଏ ଟଙ୍କା ଦେଉଥିବେ ଠକାମୀ ରେ ପଡିବେ।

ସେ ଆହୁରି ମଧ୍ୟ କହିଛନ୍ତି ଶରତ ପଟ୍ଟନାୟକ ଦକ୍ଷ ସଭାପତି। ସେ ଏସବୁକୁ ପ୍ରଶ୍ରୟ ଦିଅନ୍ତିନି। ଦୁର୍ନୀତି ସବୁଠି ଅଛି। କଂଗ୍ରେସ ଆଗକୁ ବଢୁଛି। ଏବେ ବହୁତ୍ ଭଲ ଲୋକ କଂଗ୍ରେସକୁ ଆସିଲେଣି। ଟିକେଟ ପାଇଁ ଟଙ୍କା ଆଦୌ ଗ୍ରହଣୀୟ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’