Masthead

ନଦୀରେ ଭାସିଗଲେ କାଉଡିଆ: ୨ ନିଖୋଜ,ଜଣେ ଉଦ୍ଧାର

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଶାଳନ୍ଦା ନଦୀରେ ଭାସିଗଲେ କାଉଡିଆ । ସେମାନଙ୍କ ମଧ୍ୟରୁ ଦୁଇଜଣ ନିଖୋଜ ଥିବା ବେଳେ ଜଣଙ୍କୁ ଉଦ୍ଧାର କରାଯାଇଛି ।

ସୂଚନାରୁ ପ୍ରକାଶଯେ ବାଲେଶ୍ୱର ଜିଲ୍ଳା ବରଦା ଗ୍ରାମରେ ଶାଳନ୍ଦୀ ନଦୀରୁ ପାଣିନେଇ ସାନଜାୟୀ ଗ୍ରାମର ୧୮ ଜଣ କାଉଡିଆ ସିନ୍ଧୁକେଶ୍ୱର ମହାଦେବ ମନ୍ଦିରକୁ ପାଣି ନେଉଥିବାବେଳେ ଉକ୍ତ ଗ୍ରାମର ରାଜେନ୍ଦ୍ର ସାହୁ ଓ କାଠିଆ ମହାକୁଡଙ୍କ ଗୋଡ ଖସିଯିବାରୁ ଭାସିଯାଇଥିଲେ ।

ସଙ୍ଗେ ସଙ୍ଗେ ପାଖରେ ଥିବା ଜଣେ ଯୁବକ ନଦୀକୁ ଉଦ୍ଧାର କରିବାକୁ ଯାଇଥିବା ବେଳେ ସଫଳ ହୋଇପାରିନଥିଲେ ।  ଦମକଳ ଆସି ନିଖୋଜ ଯୁବକ ମାନଙ୍କୁ ଖୋଜୁଥିବାବେଳେ ଏ ପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିପାରିନାହିଁ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା