Masthead

ପୁଣି ଧରା ପଡିଲା ବେଆଇନ କଫସିରପ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିରରେ ପୁଣି ଧରା ପଡିଲା ବେଆଇନ କଫସିରପ କାରବାର । ୧୧୨୦ ବୋତଲ କଫସିରପ ସହ ଘଟଣାରେ ୫ ଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ତା ସହ ଏକ ପିକ୍ ଅପ୍ ବୋଲେରୋ ଗାଡ଼ି, ୪ ଟି ମୋବାଇଲ ଫୋନ ଓ ନଗଦ ୫୩୦ ଟଙ୍କା ଜବତ ହୋଇଛି । ଏନେଇ ସଦର ଥାନାରେ ଅୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସଡିପିଓ ତୁଫାନ୍ ବାଗ । ପୋଲିସ ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ କଫ ସିରଫ ବୋଝେଇ ପିକ୍ ଅପ୍ ଗାଡି ଭୁବନେଶ୍ବରରୁ ବଲାଙ୍ଗିର ଆସୁଥିବା ବେଳେ ତଳିଉଡାର ଠାରେ ଧରା ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା