Masthead

ପୁଣି ଧରା ପଡିଲା ବେଆଇନ କଫସିରପ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିରରେ ପୁଣି ଧରା ପଡିଲା ବେଆଇନ କଫସିରପ କାରବାର । ୧୧୨୦ ବୋତଲ କଫସିରପ ସହ ଘଟଣାରେ ୫ ଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ତା ସହ ଏକ ପିକ୍ ଅପ୍ ବୋଲେରୋ ଗାଡ଼ି, ୪ ଟି ମୋବାଇଲ ଫୋନ ଓ ନଗଦ ୫୩୦ ଟଙ୍କା ଜବତ ହୋଇଛି । ଏନେଇ ସଦର ଥାନାରେ ଅୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସଡିପିଓ ତୁଫାନ୍ ବାଗ । ପୋଲିସ ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ କଫ ସିରଫ ବୋଝେଇ ପିକ୍ ଅପ୍ ଗାଡି ଭୁବନେଶ୍ବରରୁ ବଲାଙ୍ଗିର ଆସୁଥିବା ବେଳେ ତଳିଉଡାର ଠାରେ ଧରା ପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ