Masthead

ବନ୍ଧାହେଲେ ବାହାନଗା ଟ୍ରେନ୍ ଦୁର୍ଘଟଣା ପଛର ୩ ଜଣ

ଭୁବନେଶ୍ଵର (ବଡ଼ ଖବର) : ବାହାନଗା ରେଳ ଟ୍ରାଜେଡିରେ ୩ ଜଣଙ୍କୁ ଗିରଫ କଲା ସିବିଆଇ । ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହନ୍ତ ଗିରଫ । ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାନ୍ ଓ ଟେକନିସିଆନ ପପୁ କୁମାର ମଧ୍ୟ ଗିରଫ । ଦଫା ୩୦୪, ୨୦୧ CRPCରେ ଗିରଫ କଲା ସିବିଆଇ ।

ଜୁନ ୨ରେ ବାଲେଶ୍ଵର ବାହାନଗାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ୨ଟି ଯାତ୍ରୀବାହୀ ଓ ଏକ ମାଲବାହୀ ଟ୍ରେନ୍ । ଏ ଦୁର୍ଘଟଣା ଥିଲା ଅତ୍ୟନ୍ତ ଭୟାବହ । ଏଥିରେ ୨୯୩ ଜୀବନ ଯାଇଛି । ଘଟଣାର ତଦନ୍ତ କରୁଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା