Masthead

ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢଉ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢଉ। ଫାର୍ମାସି ଷ୍ଟୋର ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ପରେ ସିବିଆଇ ପକ୍ଷରୁ ଯାଞ୍ଚ। ଟେଣ୍ଡର ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା । ଫାର୍ମାସି ଷ୍ଟୋର କର୍ତ୍ତୃପକ୍ଷଙ୍କୁ ପଚରାଉଚରା । ୮ଜଣିଆ ସଦସ୍ୟଙ୍କୁ ନେଇ ୨ଟି ଟିମ୍ କରାଯାଇ ଚଢାଉ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ