Masthead

ସନ୍ଦୀପଙ୍କ ଘରେ ସିବିଆଇ

କୋଲକାତା (ବଡ଼ ଖବର ବ୍ୟୁରୋ): କୋଲକାତା ଲଜ୍ଜା: ସନ୍ଦୀପ ଘୋଷଙ୍କ ଘରେ ସିବିଆଇର ରେଡ୍‌ । ଆର୍‌.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ହେଉଛନ୍ତି ସନ୍ଦୀପ ଘୋଷ । ସନ୍ଦୀପ ଓ ତାଙ୍କ ସମ୍ପର୍କୀୟଙ୍କ ଘରେ ସିବିଆଇର ରେଡ୍‌ । ଦୁର୍ନୀତି ଅଭିଯୋଗରେ କୋଲକାତାର ୧୫ଟି ସ୍ଥାନରେ ଚଢ଼ାଉ ଚାଲିଛି । ଏହା ମଧ୍ୟରେ ପ୍ରତିଦିନ ନୂଆ ନୂଆ କଥା ଜାଣିବାକୁ ମିଳୁଛି। ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଏବଂ ତାଙ୍କ ସମ୍ପର୍କୀୟଙ୍କ ସହ କୋଲକାତାର ଏକକାଳୀନ ୧୫ଟି ସ୍ଥାନରେ ସିବିଆଇ ଚଢ଼ାଉ କରିଛି। ଦୁର୍ନୀତି ଅଭିଯୋଗରେ ଏହି ଚଢ଼ାଉ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ