Masthead

ସନ୍ଦୀପଙ୍କ ଘରେ ସିବିଆଇ

କୋଲକାତା (ବଡ଼ ଖବର ବ୍ୟୁରୋ): କୋଲକାତା ଲଜ୍ଜା: ସନ୍ଦୀପ ଘୋଷଙ୍କ ଘରେ ସିବିଆଇର ରେଡ୍‌ । ଆର୍‌.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ହେଉଛନ୍ତି ସନ୍ଦୀପ ଘୋଷ । ସନ୍ଦୀପ ଓ ତାଙ୍କ ସମ୍ପର୍କୀୟଙ୍କ ଘରେ ସିବିଆଇର ରେଡ୍‌ । ଦୁର୍ନୀତି ଅଭିଯୋଗରେ କୋଲକାତାର ୧୫ଟି ସ୍ଥାନରେ ଚଢ଼ାଉ ଚାଲିଛି । ଏହା ମଧ୍ୟରେ ପ୍ରତିଦିନ ନୂଆ ନୂଆ କଥା ଜାଣିବାକୁ ମିଳୁଛି। ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଏବଂ ତାଙ୍କ ସମ୍ପର୍କୀୟଙ୍କ ସହ କୋଲକାତାର ଏକକାଳୀନ ୧୫ଟି ସ୍ଥାନରେ ସିବିଆଇ ଚଢ଼ାଉ କରିଛି। ଦୁର୍ନୀତି ଅଭିଯୋଗରେ ଏହି ଚଢ଼ାଉ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର