Masthead

ସିସୋଦିଆଙ୍କୁ ସିବିଆଇ ମାନସିକ ନିର୍ଯାତନା ଦେଉଛି: ସୌରଭ ଭରଦ୍ବାଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆପର ନେତା ମନିଷ ସିସୋଦିଆଙ୍କୁ ସିବିଆଇ ଦେଉଛି ମାନସିକ ନିର୍ଯାତନା । ଅଭିଯୋଗ କରିଛନ୍ତି ଆପ୍‌ର ଜାତୀୟ ମୁଖପାତ୍ର ସୌରଭ ଭରଦ୍ବାଜ । ରବିବାର ସୌରଭ ଭରଦ୍ୱାଜ ଅଭିଯୋଗ କରିଛନ୍ତି ଯେ ସିବିଆଇ ଆପ୍‌ର ବରିଷ୍ଠ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କୁ ହାଜତ‌ରେ ନିର୍ୟାତନା ଦେଇ ମିଥ୍ୟା ଅଭିଯୋଗ ଲେଖାଥିବା କାଗଜପତ୍ରରେ ସ୍ବାକ୍ଷର କରିବାକୁ ବାଧ୍ୟ କରୁଛି।

ସିସୋଦିଆ କିଛି ଅପରାଧ କରି ନ ଥିଲେ ମଧ୍ୟ ଅପରାଧ କରିଛନ୍ତି ବୋଲି ସ୍ବୀକାର କରିବାକୁ ତାଙ୍କ ଉପରେ ଚାପ ପକାଯାଉଛି। ଭରଦ୍ବାଜ କହିଛନ୍ତି ଯେ ସିସୋଦିଆଙ୍କ ବିରୋଧରେ ସିବିଆଇ ପାଖରେ କୌଣସି ପ୍ରମାଣ ନାହିଁ। କେଉଁ ପ୍ରମାଣ ନଷ୍ଟ କରାଯାଇଛି ତାହା ମଧ୍ୟ ସେମାନେ ଉଲ୍ଲେଖ କରିନାହାନ୍ତି। ସେମାନେ ସିସୋଦିଆଙ୍କ ଘରେ ଚଢ଼ଉ କରି କିଛି ପାଇ ନ ଥିଲେ ବୋଲି ଭରଦ୍ବାଜ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ