Masthead

ସିସୋଦିଆଙ୍କୁ ରିମାଣ୍ଡରେ ନେଇପାରେ ସିବିଆଇ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ରବିବାର ଗିରଫ ହୋଇଛନ୍ତି ସିସୋଦିଆ । ଆଜି କୋର୍ଟରେ ହାଜର କରିବା ସହ ଅଧିକ ଜେରା ପାଇଁ ରିମାଣ୍ଡରେ ନେବାକୁ ଅନୁମତି ମାଗିବେ ତଦନ୍ତକାରୀ ଅଧିକାରୀ । ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅଧିକ ଜେରା ପାଇଁ ଗତକାଲି ସିବିଆଇରେ ହାଜର ହୋଇଥିଲେ ମନୀଷ ସିସୋଦିଆ ।

ସିବିଆଇରେ ହାଜର ହେବା ପୂର୍ବରୁ ସିସୋଦିଆ ଏକ ରୋଡ ଶୋ କରିଥିଲେ । ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଛି । ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ସିସୋଦିଆଙ୍କୁ ସିବିଆଇ ଗିରଫ କରିଛି ବୋଲି କହିଛି । ସିବିଆଇ କହିଛି, ୨୦୨୧-୨୨ ବର୍ଷ ପାଇଁ ପ୍ରସ୍ତୁତ ଅବକାରୀ ନୀତିରେ ଅନିୟମିତତା ଅଭିଯୋଗରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ଅନ୍ୟ ୧୪ ଜଣଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା