Masthead

‘ହାଲ୍’ରେ ସିବିଆଇର ଚଢାଉ, ଦୁଇ ଅଟକ

କୋରାପୁଟ(ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍‌ (ହାଲ୍‌)ରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ)ର ଚଢ଼ାଉ । ଚଢାଉ କରି ଦୁଇ ଜଣ କର୍ମଚାରୀଙ୍କୁ ସିବିଆଇ ଅଟକ ରଖିଥିବା ଜଣାପଡ଼ିଛି । ଅଟକ ଥିବା  କର୍ମଚାରୀମାନେ ହେଲେ ଦେବାଶିଷ କୁମାର ନାୟକ ଓ ସତ୍ୟଜିତ ଖାଡେଙ୍ଗା। ସୂଚନା ମୁତାବକ ମହାରାଷ୍ଟ୍ରର ନାସିକରୁ ଆସିଥିବା ତଦନ୍ତକାରୀ ଟିମ ଚଢ଼ଉ ଜାରି ରହିଛି।

ସିବିଆଇ ହାତରେ ଧରାପଡ଼ିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣେ ‘ହାଲ’ର ଅଧିକାରୀ ହୋଇଥିବା ବେଳେ ଅନ୍ୟ ଜଣେ କର୍ମଚାରୀ ବୋଲି ସୂଚନା ମିଳିଛି। ଦେବାଶିଷର ଲାପଟୋପ ଓ ହାର୍ଡ ଡିସ୍କ ଜବତ କରିଛି ତଦନ୍ତକାରୀ ଟିମ। ‘ହାଲ’ରେ ଅଚାନକ ସିବିଆଇ ଚଢ଼ଉକୁ ନେଇ ସ୍ଥାନିୟରେ ଚର୍ଚ୍ଚା ଜର ଧରିଥିବା ବେଳେ ହନିଟ୍ରାପରେ ଫସି ଉଭୟ କର୍ମଚାରୀ ଡାଟା ଲିକ୍ କରିଥିବା ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି