Masthead

ରାବ୍ରି ଦେବୀଙ୍କ ଘରେ ସିବିଆଇ ରେଡ

ବିହାର (ବଡ଼ ଖବର ବ୍ୟୁରୋ):  ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ ରେଡ । ସୋମବାର ରାବ୍ରି ଦେବୀଙ୍କ ଘରେ ସିବିଆଇ ଟିମ ଚଢାଉ କରିଛି। ଜମି ବଦଳରେ ଚାକିରି ମାମଲାରେ ସିବିଆଇ ଏହି ପଦକ୍ଷେପ ନେଇଥିବା କୁହାଯାଇଛି। ଏହି ମାମଲାରେ ଲାଲୁ ପ୍ରସାଦ ଯାଦବ, ରାବ୍ରି ଦେବୀ ଏବଂ ତାଙ୍କ ଝିଅ ମିସା ଭାରତୀ ଅଭିଯୁକ୍ତ ଅଛନ୍ତି। ସେପଟେ ସିବିଆଇ ଟିମ୍‌ ରାବ୍ରି ଦେବୀଙ୍କ ଘରେ ପହଞ୍ଚିବାବେଳେ ସେ ବିଧାନ ପରିଷଦ ଯିବାକୁ ପ୍ରସ୍ତୁତ ହେଉଥିଲେ। ଏହି ବାସଭବନରେ ଉପମୁଖ୍ୟମନ୍ତ୍ରୀ ତଥା ବିଧାନସଭା ସଦସ୍ୟ ତେଜସ୍ବୀ ଯାଦବ ଏବଂ ଲାଲୁଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ମଧ୍ୟ ଉପସ୍ଥିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା