Masthead

ନବଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ହେଉ : ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ କଂଗ୍ରେସ ନବ ଦାସ ହତ୍ୟା ମାମଲା ଉଠାଇଥିବା ବେଳେ ବିଜେପି ମଧ୍ୟ ଦୋହୋରାଇ ଥିଲା । ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ବି ଉଠାଇଲେ ନବ ଦାସ ହତ୍ୟାକାଣ୍ଡ ଘଟଣା । ଦଳର ବିଧାୟକ ସୁବାସ ପାଣିଗ୍ରାହୀ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି । ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ମାସେ ବିତିବାକୁ ଯାଉଛି । କିନ୍ତୁ ତଦନ୍ତ କେବଳ ଗୋପାଳ ପାଖରେ ସୀମିତ ରହିଛି । ଗୋପାଳକୁ ପାଗଳ ସାବ୍ୟସ୍ତ କରିବା ପାଇଁ ବିଭିନ୍ନ ଜାଗାକୁ ନେଉଛନ୍ତି । ତେଣୁ ବିଜେପିର ଦାବି ସିବିଆଇ ତଦନ୍ତ ହେଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା