Masthead

ଅଖିଳେଶ ଯାଦବଙ୍କୁ ସିବିଆଇର ସମନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କୁ ସିବିଆଇର ସମନ । ଅବୈଧ ଖଣି ଖନନ ମାମଲାରେ ଏହି ସମନ ଦିଆଯାଇଛି । ଅବୈଧ ଖଣି ଖନନ ମାମଲାରେ ପଚରା ଉଚରା କରିବା ପାଇଁ ଆଜି ଦିଲ୍ଲୀ ସ୍ଥିତ କାର୍ଯାଳୟରେ ହାଜର ହେବାକୁ ଡାକିଛି ସିବିଆଇ । ମାମଲାରେ ଅଖିଳେଶଙ୍କୁ ସାକ୍ଷ୍ୟ ଭାବେ ଉପସ୍ଥିତ ରହିବାକୁ କୁହାଯାଇଛି ।

ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟିର ସରକାର ଥିବା ସମୟରେ ହମିରପୁରରେ ବଡ ଧରଣର ଖଣି ଦୁର୍ନୀତିର ଅଭିଯୋଗ ସାମ୍ନାକୁ ଆସିଥିଲା । ୨୦୧୯ ଜାନୁଆରି ୨ ତାରିଖରେ ସିବିଆଇ ୧୧ ଜଣ ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ କରିଥିଲା । ଖଣି ଦୁର୍ନିତୀରେ ବହୁ ସରକାରୀ କର୍ମଚାରୀଙ୍କ ନାଁ ମଧ୍ୟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ଟିଏମ୍‌ସି ନେତାଙ୍କ ମୃତଦେହ ଉଦ୍ଧାର 🔴 ଲଘୁଚାପ ବର୍ଷା ଚାଷୀଙ୍କ ମୁଣ୍ଡରେ ସାଜିଛି ଚଡ଼କ 🔴 କାଣି ନଦୀରେ ଧସିଲା ବନ୍ଧ 🔴 ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  🔴 ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, OCS ନିୟମରେ ପରିବର୍ତ୍ତନ 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ