Masthead

ମନୀଷ ସିସୋଦିଆଙ୍କୁ ପୁଣି ସିବିଆଇର ସମନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କୁ ପୁଣି ସିବିଆଇରୁ ଡକରା । ରବିବାର ପଚରାଉଚରା କରିବା ପାଇଁ ସିବିଆଇ ପୁଣି ଥରେ ତାଙ୍କୁ ସମନ ପଠାଇଛି। ଏନେଇ ଖୋଦ୍ ମନୀଷ ସିସୋଦିଆ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସିସୋଦିଆ ଟ୍ୱିଟ୍ କରି କହିଛନ୍ତି, ଆସନ୍ତାକାଲି ସିବିଆଇ ପୁଣି ଥରେ ଡକାଇଛି।

ସେମାନେ ସିବିଆଇ ଏବଂ ଇଡିର ପୂର୍ଣ୍ଣ ଶକ୍ତି ବ୍ୟବହାର କରିଛନ୍ତି କିନ୍ତୁ ମୋ ବିରୋଧରେ କିଛି ମିଳି ନାହିଁ। ମୋ ଘରେ ଚଢ଼ାଉ କରାଯାଇଥିଲା, ବ୍ୟାଙ୍କ ଲକର ଖୋଜା ଯାଇଥିଲା କିନ୍ତୁ ମୋ ବିରୋଧରେ କୌଣସି ଜିନିଷ ମିଳି ନଥିଲା। ମୁଁ ଦିଲ୍ଲୀର ପିଲାମାନଙ୍କ ପାଇଁ ଭଲ ଶିକ୍ଷା ବ୍ୟବସ୍ଥା କରିଛି ଏବଂ ଏହି ଲୋକମାନେ ଏହାକୁ ବନ୍ଦ କରିବାକୁ ଚାହୁଁଛନ୍ତି । ମୁଁ ସବୁବେଳେ ଅନୁସନ୍ଧାନରେ ସହଯୋଗ କରିଆସୁଛି ଏବଂ ଆଗକୁ ମଧ୍ୟ ଜାରି ରଖିବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର