Masthead

ମେ’ ୪ରୁ ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ତାରିଖ ଘୋଷଣା କଲା ସିବିଏସ୍ଇ ବୋର୍ଡ । ଏହି ପରୀକ୍ଷା ମେ’ ୪ରୁ ଆରମ୍ଭ ହୋଇ ଜୁନ୍ ୬ରେ ଶେଷ ହେବ । ସେହିପରି ମାର୍ଚ ୧ରୁ ପ୍ରାଟିକାଲ ପରୀକ୍ଷା ଆରମ୍ଭ ହେବ । ଏନେଇ ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ । ପୂର୍ବରୁ ଜାନୁଆରୀରେ ପରୀକ୍ଷା ହେବାନେଇ ନିଷ୍ପତ୍ତି ନିଆଯାଇଥିଲା । ୨୦୨୧-୨୨ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତିକୁ ପାଳନ କରିବା ପାଇଁ ଶିକ୍ଷାମନ୍ତ୍ରୀ ଏକ ଅନଲାଇନ ବୈଠକ ଡକାଇଥିଲେ । ଏଥିରେ ହଜାରେରୁ ଉଦ୍ଧ୍ୱର୍ କଲେଜର ପ୍ରିନ୍ସପାଲ ଉପସ୍ଥିତ ଥିଲେ । ଏହି ବୈଠକରେ ସିବିଏସଇ ଛାତ୍ରଛାତ୍ରୀଙ୍କ ୪୫ବର୍ଷର ରେକର୍ଡ ଡିଜିଟାଲାଇଜ କରାଯିବା କଥା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ