Masthead

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା । ଦେଶ ତଥା ଦେଶ ବାହାରର ପ୍ରାୟ ୩୯ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସକାଳ ସାଢ଼େ ୧୦ଟାରୁ ୧୨ଟା ପର୍ୟ୍ୟନ୍ତ ପ୍ରଥମ ସିଟିଂ ପରୀକ୍ଷା ହେବ । ରାଜ୍ୟରେ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଦଶମ ପରୀକ୍ଷା ମାର୍ଚ୍ଚ ୧୩ ଯାଏ ଚାଲିବାକୁ ଥିବାବେଳେ ଦ୍ବାଦଶ ପରୀକ୍ଷା ଏପ୍ରିଲ ୨ ଯାଏଁ ଚାଲିବ ।

ପରୀକ୍ଷା ସକାଳ ସାଢ଼େ ୧୦ ଟାରୁ ଆରମ୍ଭ ହେବାକୁ ଥିବା ବେଳେ ଛାତ୍ରଛାତ୍ରୀଙ୍କୁ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ସିବିଏସ୍ଇର ନିର୍ଦ୍ଦେଶ । ସବୁ ପରୀକ୍ଷା କେନ୍ଦ୍ରଗୁଡ଼ିକ ସିସିଟିଭି ନଜରରେ ରହିବ। ୧୫, ୧୬ ଓ ୧୭ ତାରିଖ ଆର୍ଟ, ମ୍ୟୁଜିକ ଓ ଅନ୍ୟାନ୍ୟ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଥିବା ବେଳେ ଫେବ୍ରୁଆରୀ ୧୯ରୁ ମୁଖ୍ୟ ପରୀକ୍ଷା ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ