Masthead

ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ । ମୋଟ ପାସ୍ ହାର ୯୩.୧୨ ପ୍ରତିଶତ । ଗତ ବର୍ଷ ଅପେକ୍ଷା ଏଥର ପାସ୍ ହାର ୧.୨୮ କମ୍ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in  ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଝିଅଙ୍କ ପାସ୍ ହାର ପୁଅମାନଙ୍କ ଠାରୁ ୨ ପ୍ରତିଶତ ଅଧିକ । ଝିଅଙ୍କ ପାସ୍ ହାର ୯୪.୨୫ ପ୍ରତିଶତ, ପୁଅଙ୍କ ପାସ ହାର ୯୨.୨୭ ପ୍ରତିଶତ ରହିଛି । ପାସ୍ ହାରରେ ତ୍ରିବେନ୍ଦମ ରିଜିଅନ୍ ଶୀର୍ଷରେ ଅଛି। ତ୍ରିବେନ୍ଦର ପାସ୍ ହାର ୯୯.୯୧ ପ୍ରତିଶତ ରହିଛି । ଭୁବନେଶ୍ୱର ରିଜିନ୍ ୯୩.୬୪ ପ୍ରତିଶତ ରିହଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ