Masthead

ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ । ମୋଟ ପାସ୍ ହାର ୯୩.୧୨ ପ୍ରତିଶତ । ଗତ ବର୍ଷ ଅପେକ୍ଷା ଏଥର ପାସ୍ ହାର ୧.୨୮ କମ୍ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in  ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଝିଅଙ୍କ ପାସ୍ ହାର ପୁଅମାନଙ୍କ ଠାରୁ ୨ ପ୍ରତିଶତ ଅଧିକ । ଝିଅଙ୍କ ପାସ୍ ହାର ୯୪.୨୫ ପ୍ରତିଶତ, ପୁଅଙ୍କ ପାସ ହାର ୯୨.୨୭ ପ୍ରତିଶତ ରହିଛି । ପାସ୍ ହାରରେ ତ୍ରିବେନ୍ଦମ ରିଜିଅନ୍ ଶୀର୍ଷରେ ଅଛି। ତ୍ରିବେନ୍ଦର ପାସ୍ ହାର ୯୯.୯୧ ପ୍ରତିଶତ ରହିଛି । ଭୁବନେଶ୍ୱର ରିଜିନ୍ ୯୩.୬୪ ପ୍ରତିଶତ ରିହଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ