Masthead

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ରେଜଲ୍ଟ । ଚଳିତ ବର୍ଷ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । cbseresult.nic.in ଓ cbse. gov.inରେ ରେଜଲ୍ଟ ଉପଲବ୍ଧ । ଚଳିତ ବର୍ଷ ପାସ୍ ହାର ୮୭.୩୩% ରହିଛି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ ୬% ଥିବା ଜଣାପଡିଛି । ଚଳିତ ଥର ଛାତ୍ରୀଙ୍କ ପାସ୍‌ ହାର ୯୦.୬୮% ଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୮୪.୬୭% ରହିଛି। କେରଲ ତ୍ରିଭେନ୍ଦମରେ ସର୍ବାଧିକ ପାସ ହାର ୯୯.୯୧ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା