Masthead

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ରେଜଲ୍ଟ । ଚଳିତ ବର୍ଷ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । cbseresult.nic.in ଓ cbse. gov.inରେ ରେଜଲ୍ଟ ଉପଲବ୍ଧ । ଚଳିତ ବର୍ଷ ପାସ୍ ହାର ୮୭.୩୩% ରହିଛି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ ୬% ଥିବା ଜଣାପଡିଛି । ଚଳିତ ଥର ଛାତ୍ରୀଙ୍କ ପାସ୍‌ ହାର ୯୦.୬୮% ଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୮୪.୬୭% ରହିଛି। କେରଲ ତ୍ରିଭେନ୍ଦମରେ ସର୍ବାଧିକ ପାସ ହାର ୯୯.୯୧ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ