Masthead

ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଚଳିତ ବର୍ଷ ସିବିଏସଇ ୧୦ ଏବଂ ୧୨ ବୋର୍ଡ ପରୀକ୍ଷା ୪ ମଇ ୨୦୨୧ ରୁ ଆରମ୍ଭ ହେବାକୁ ଯାଉଛି ।। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖ୍ରିଆଲ୍ ନିଶାଙ୍କ ଘୋଷଣା କରିଛନ୍ତି। ସୂଚନାନୁଯାୟୀ, ଜୁନ ୧୦ ସୁଦ୍ଧା ପରୀକ୍ଷା ଶେଷ କରିବାକୁ ଯୋଜନା ରହିଛି। ପ୍ରାକ୍ଟିକାଲ୍ ପରୀକ୍ଷା ମାର୍ଚ୍ଚ ୧ ରୁ ଅନୁଷ୍ଠିତ ହେବ । ଜୁଲାଇ ୧୫ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଯୋଜନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା