Masthead

ନଭେମ୍ବର ୧୫ ସୁଦ୍ଧା ସବୁ ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଅ: ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ  ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ବି ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି।  ୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ