Masthead

ଯୁକ୍ତ୨ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତ୨ ଅଫଲାଇନ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହେବ । ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି । ତେବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ସ୍ବତନ୍ତ୍ର ପରୀକ୍ଷା ଅକ୍ଟୋବର ୧ରୁ ୧୧ ମଧ୍ୟରେ ଅନୁଷ୍ଠିତ ହେବ। ଅକ୍ଟୋବର ୨ ଓ ୬ ତାରିଖ ବ୍ୟତୀତ ଅନ୍ୟ ସମସ୍ତ ଦିନ ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହେବ। ଏମିତିକି ରବିବାର ମଧ୍ୟ ପରୀକ୍ଷା କରାଯିବ। ୪ ଦିନ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକର ପରୀକ୍ଷା ହେବ।

ସମସ୍ତ ବିଷୟରେ ପରୀକ୍ଷା କରାଯିବ ନାହିଁ। ଉକ୍ତ ବିଷୟ ପରୀକ୍ଷାରେ ପରୀକ୍ଷାର୍ଥୀ ଯେଉଁ ମାର୍କ ରଖିବେ ତାହା ଆଧାରରେ ଅନ୍ୟ ବିଷୟଗୁଡ଼ିକରେ ମାର୍କ ପ୍ରଦାନ କରାଯିବ। ସେପ୍ଟେମ୍ବର ୨୨ରୁ ୨୯ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପରିଷଦ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ