Masthead

ସିଡିପିଓଙ୍କ ଦୁର୍ବ୍ୟବହାର, ଘଟଣାର ତଦନ୍ତ ଆରମ୍ଭ

ରାଇଘର (ବଡ଼ ଖବର ବ୍ୟୁରୋ):  ବଡ଼ ଖବରର ବଡ଼ ପ୍ରଭାବ । ଖବର ପ୍ରସାରଣ ପରେ ଚେତିଲା ପ୍ରଶାସନ । କିରାଣୀଙ୍କୁ ସିଡିପିଓଙ୍କ ଦୁର୍ବ୍ୟବହାର ଘଟଣାର ତଦନ୍ତ ଆରମ୍ଭ । ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ସିଡିପିଓ କାର୍ଯ୍ୟାଳୟରେ କିରାଣୀଙ୍କୁ ଦୁର୍ବ୍ୟବାହର କରିଥିଲେ ସିଡିପିଓ ଗିତାଞ୍ଜଳୀ ମହାରଣା । ଗାଳି ଗୁଲଜ କରିବା ସହ ଚେୟାରରୁ ଧକ୍କା ଦେଇ ଫୋପାଡିଦେଲେ ସିଡିପିଓ ।

ଆହତ କିରାଣୀ ମେଡିକାଲରେ ଭର୍ତ୍ତି । ଜଣେ ବରିଷ୍ଠ ମହିଳା କିରାଣୀଙ୍କୁ ସିଡ଼ିପିଓ ମାଡ଼ ମାରିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । କିରାଣୀ ଜଣକ ବସିଥିବା ଅବସ୍ଥାରେ ଚୌକି ସହ ସିଡ଼ିପିଓ ଠେଲି ଦେଇଥିଲେ । ସିଡ଼ିପିଓ ଗୀତାଂଜଳି ମହାରଣା କେଉଁ କାରଣରୁ ସେଠାକାର କିରାଣୀ ସଂତୋଷିନୀ ମିଶ୍ରଙ୍କୁ ଧକ୍କା ଦେଇଥିଲେ ତାହା ସ୍ପଷ୍ଟ ହୋଇପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା