Masthead

ସାଧାରଣ ଓ ବିଧାନସଭା ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ। ସିଇସି ରାଜୀବ କୁମାରଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟରେ ସାଧାରଣ ଓ ବିଧାନସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ । ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଓ ସବୁ ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତି ନେଇ ଆଲୋଚନ କରିବେ ।

ଏହାବ୍ୟତୀତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଗୃହ ସଚିବ ଓ ଉନ୍ନୟନ କମିଶନଙ୍କୁ ଭେଟି ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧରେ ବିସ୍ତୁତ ଆଲୋଚନାର କରିବାର କାର୍ଯ୍ୟକ୍ରମ ରହିଛି । ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଏବଂ ଏନଫୋର୍ସମେଣ୍ଟ ଏଜେନ୍ସି ସହ ନିର୍ବାଚନ ବାବଦରେ ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା