Masthead

ସ୍ୱର୍ଗତଃ ମହମ୍ମଦ ରଫିଙ୍କ ଜୟନ୍ତୀ ପାଳନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପ୍ରସିଦ୍ଧ ଗାୟକ ସ୍ୱର୍ଗତଃ ମହମ୍ମଦ ରଫିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସମ୍ବଲପୁରରେ ଜୱାନେ ହିନ୍ଦ କ୍ଲବ ପକ୍ଷରୁ ଏହା ପାଳନ କରାଯାଇଛି । ପ୍ରତିବର୍ଷ କ୍ଲବ ପକ୍ଷରୁ ମହମ୍ମଦ ରଫିଙ୍କ ସ୍ମୃତିରେ ସଙ୍ଗୀତ ସନ୍ଧ୍ୟା ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଉଥିଲା । ଚଳିତବର୍ଷ କୋଭିଡ କଟକଣା ପାଇଁ ମହମ୍ମଦ ରଫିଙ୍କ ଫଟୋଚିତ୍ରରେ କ୍ଲବର ସଭ୍ୟମାନେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ମହମ୍ମଦ ରଫିଙ୍କ ସ୍ମୃତିରେ ସହରର ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ଓକିଲ ସଂଘର ସଭାପତି ଡକ୍ଟର ପ୍ରମୋଦ ରଥଙ୍କ ସହ ସହରର ବହୁ ପ୍ରତିଷ୍ଠିତ ଲୋକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ