Masthead

ହାର୍ଡକୋର୍ ମାଓ ନେତ୍ରୀ ସୁଜାତାର ଆତ୍ମସମର୍ପଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାଓ ସଂଗଠନକୁ ଲାଗିଲା ଆଉ ଏକ ବଡ଼ ଝଟ୍‌କା । ହାର୍ଡକୋର୍ ମାଓ ନେତ୍ରୀ ସୁଜାତାର ଆତ୍ମସମର୍ପଣ । ତେଲେଙ୍ଗାନା ପୋଲିସ ନିକଟରେ ସୁଜାତାର ଆତ୍ମସମର୍ପଣ ।  ମାଓ ନେତ୍ରୀ ସୁଜାତା ଉପରେ ଥିଲା ୧ କୋଟି ଟଙ୍କାର ପୁରସ୍କାର ରାଶି ।  ମାଓ ସଂଗଠନ ସେଣ୍ଟ୍ରାଲ କମିଟି ସଦସ୍ୟ ଥିଲେ ସୁଜାତା।  ଆତ୍ମସମର୍ପଣ କରିଥିବା ମାଓ ନେତ୍ରୀଙ୍କ ମୁଣ୍ଡ ଉପରେ ପୂର୍ବରୁ ୧ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା । ସେ ନକ୍ସଲ ସଂଗଠନର ଦକ୍ଷିଣ ଉପ ଜୋନାଲ କମିଟିର ବ୍ୟୁରୋ ଇନ୍‌ଚାର୍ଜ ରହିଥିଲେ । ସେ ଦୀର୍ଘ ବର୍ଷ ଧରି ଛତିଶଗଡ ବସ୍ତର ଅଞ୍ଚଳରେ ସକ୍ରିୟ ଥିଲେ । ସେ ହେଉଛନ୍ତି ପଶ୍ଚିମବଙ୍ଗରେ ନିହତ ହୋଇଥିବା ଟପ୍ ନକ୍ସଲ କମାଣ୍ଡର କିଶାନଜୀଙ୍କ ପତ୍ନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା