Masthead

ହାର୍ଡକୋର୍ ମାଓ ନେତ୍ରୀ ସୁଜାତାର ଆତ୍ମସମର୍ପଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାଓ ସଂଗଠନକୁ ଲାଗିଲା ଆଉ ଏକ ବଡ଼ ଝଟ୍‌କା । ହାର୍ଡକୋର୍ ମାଓ ନେତ୍ରୀ ସୁଜାତାର ଆତ୍ମସମର୍ପଣ । ତେଲେଙ୍ଗାନା ପୋଲିସ ନିକଟରେ ସୁଜାତାର ଆତ୍ମସମର୍ପଣ ।  ମାଓ ନେତ୍ରୀ ସୁଜାତା ଉପରେ ଥିଲା ୧ କୋଟି ଟଙ୍କାର ପୁରସ୍କାର ରାଶି ।  ମାଓ ସଂଗଠନ ସେଣ୍ଟ୍ରାଲ କମିଟି ସଦସ୍ୟ ଥିଲେ ସୁଜାତା।  ଆତ୍ମସମର୍ପଣ କରିଥିବା ମାଓ ନେତ୍ରୀଙ୍କ ମୁଣ୍ଡ ଉପରେ ପୂର୍ବରୁ ୧ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା । ସେ ନକ୍ସଲ ସଂଗଠନର ଦକ୍ଷିଣ ଉପ ଜୋନାଲ କମିଟିର ବ୍ୟୁରୋ ଇନ୍‌ଚାର୍ଜ ରହିଥିଲେ । ସେ ଦୀର୍ଘ ବର୍ଷ ଧରି ଛତିଶଗଡ ବସ୍ତର ଅଞ୍ଚଳରେ ସକ୍ରିୟ ଥିଲେ । ସେ ହେଉଛନ୍ତି ପଶ୍ଚିମବଙ୍ଗରେ ନିହତ ହୋଇଥିବା ଟପ୍ ନକ୍ସଲ କମାଣ୍ଡର କିଶାନଜୀଙ୍କ ପତ୍ନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ